ମହିଳା ପ୍ରାର୍ଥୀ ଦେବାରେ ପଛରେ ଭାଜପା, କଂଗ୍ରେସ ଭୁବନେଶ୍ୱର,୨୦ା୪(ଜିତେନ୍ଦ୍ର କୁମାର ନାୟକ): ଦେଶବ୍ୟାପୀ ଏବେ ଲୋକ ସଭା ଆସନ ବୃଦ୍ଧି ଓ ମହିଳା ସଂରକ୍ଷଣ ଆଇନ ସମ୍ପର୍କରେ ଆଲୋଚନା ତେଜିଛି। ଏପରି ପ୍ରଚ୍ଛଦପଟରେ ୨୦୨୩ରେ ମହିଳା ସଂରକ୍ଷଣ ଆଇନ ସଂସଦରେ ଗୃହୀତ ହୋଇସାରିଥିଲା। ତଥାପି ଦେଶର ଅଧିକାଂଶ ରାଜନୈତିକ ଦଳରୁ…