ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି...