ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ… ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ମଧ୍ୟରେ ଭାରତ ୨୧ ଶତାବ୍ଦୀର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । ମୁଁ…