ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଗଲେ ମହିଳା ଏମପି ନୂଆଦିଲ୍ଲୀ,୪ା୨: ବୁଧବାର ଲୋକସଭାରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧ ଦଳର ପ୍ରବଳ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିପାରିନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବତନ ସେନା ମୁଖ୍ୟ ଏମ୍.ଏମ୍. ନରୱଣେଙ୍କ ସ୍ମୃତି ଗ୍ରନ୍ଥରୁ କିଛି…