ଜାତୀୟ ରିପୋର୍ଟକୁ ନେଇ ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ କେବଳ ଭୁବନେଶ୍ୱର ନୁହଁ, ମହିଳାଙ୍କ ପାଇଁ ଆଜି ସାରା ଓଡ଼ିଶା… ଭୁବନେଶ୍ୱର,୨୯ା୮: ଦେଶବ୍ୟାପୀ ୩୧ ସହରରୁ ୧୨,୭୭୦ ମହିଳାଙ୍କୁ ସର୍ଭେରେ ସାମିଲ କରାଯାଇଥିଲା। ସେମାନଙ୍କ ମତାମତ ଆଧାରରେ ପ୍ରସ୍ତୁତ ହୋଇଥିବା ଜାତୀୟସ୍ତରୀୟ ସୂଚକାଙ୍କ ଗୁରୁବାର ପ୍ରକାଶ ପାଇଥିଲା। ନାରୀ ସୁରକ୍ଷା ଜାତୀୟ ରିପୋର୍ଟକୁ ନେଇ ଶୁକ୍ରବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ...