ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍ଧାମରେ ପାଳନ କରାଯାଉଛି। ଏଥିପାଇଁ ଉକ୍ତ ଦାରିଙ୍ଗବାଡ଼ି ଚଳଚଞ୍ଚଳ ହୋଇପଡ଼ିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ବ୍ଲକର ୨୫…