ନାରୀ ନିର୍ଯାତନା ବିରୋଧରେ ଛାତ୍ର ବିଜେଡିର ରଣହୁଙ୍କାର
ଆନନ୍ଦପୁର,୭ା୮(ସୁଶାନ୍ତ କୁମାର ସାହୁ): ନାରୀ ନିର୍ଯାତନା ବିରୋଧରେ ଛାତ୍ର ବିଜେଡି ରଣହୁଙ୍କାର ଦେଇଛି। ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଆନନ୍ଦପୁର ମହାବିଦ୍ୟାଳୟର ଛାତ୍ରୀଛାତ୍ର ଏକତ୍ରିତ ହୋଇ ଗୁରୁବାର ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିର ନିକଟରୁ ଏକ ରାଲିରେ ଆନନ୍ଦପୁର ଥାନା…
‘ହିଂସା-ନିର୍ଯାତନା ମହିଳାମାନଙ୍କ ସ୍ବାଧୀନତାକୁ କ୍ଷୁଣ୍ଣ କରିଦିଏ’
ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସରରେ ସୋମବାର କମଳା ଦିବସ ପାଳିତ ହୋଇଯାଇଛି। ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହିଳା ବିକାଶ ପ୍ରତିଷ୍ଠାନର ସମ୍ପାଦିକା ମିନତୀ ପାଢ଼ୀ, ଦାରିଙ୍ଗବାଡ଼ି…


