ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସରରେ ସୋମବାର କମଳା ଦିବସ ପାଳିତ ହୋଇଯାଇଛି। ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହିଳା ବିକାଶ ପ୍ରତିଷ୍ଠାନର ସମ୍ପାଦିକା ମିନତୀ ପାଢ଼ୀ,...