ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ କେନ୍ଦୁଝର ଗସ୍ତ, ବିଭିନ୍ନ ବିଭାଗ ବୁଲି… କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି କେନ୍ଦୁଝର ଗସ୍ତରେ ଆସି ମଣ୍ଡୁଆ ଓ ବଣିଆପାଟରେ ଥିବା ସଖି ଶକ୍ତି ସଦନ ଗସ୍ତ କରି ଅନ୍ତେବାସିନୀମାନଙ୍କ ସହ ଭାବ ବିନିମୟ କରି ସୁବିଧା ଅସୁବିଧା ପଚାରି...