ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ… ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର ତଦନ୍ତ ପାଇଁ ମଙ୍ଗଳବାର ରାଜ୍ୟ ମହିଳା କମିଶନ ସଦସ୍ୟା ଉର୍ମିଳା ମହାପାତ୍ର ଘଟଣାସ୍ଥଳ...