ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଭାରତୀୟ ମହିଳା କ୍ରିକେଟ୍ ଦଳ, ଦେଲେ ବଡ ଉପହାର ନୂଆଦିଲ୍ଲୀ,୬।୧୧: ଆଇସିସି ମହିଳା ବିଶ୍ୱକପ୍ ବିଜେତା ଭାରତୀୟ ମହିଳା କ୍ରିକେଟ୍ ଦଳ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ ଅଧିନାୟକ ହରମନପ୍ରୀତ କୌର ଦଳର ସମସ୍ତ ଖେଳାଳିଙ୍କ ଦ୍ୱାରା ସ୍ୱାକ୍ଷରିତ ଏକ ଜର୍ସି ରାଷ୍ଟ୍ରପତିଙ୍କୁ…