ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର… ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍ଘାଟିତ ହୋଇଛି। ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ. ମୁକେଶ…