ମହିଳା ଏସୀୟ ହକି: ଚାଇନାକୁ ୧-୦ ଗୋଲ୍ରେ ହରାଇ ଭାରତୀୟ ଦଳ ଚାମ୍ପିଅନ୍ ନୂଆଦିଲ୍ଲୀ,୨୦।୧୧: ବିହାରରେ ଅନୁଷ୍ଠିତ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ୨୦୨୪ରେ ଫାଇନାଲରେ ଚାଇନାକୁ ୧-୦ ଗୋଲ୍ରେ ହରାଇ ଭାରତୀୟ ଦଳ ବିଜୟୀ ହୋଇଛି। ମ୍ୟାଚର ଏକମାତ୍ର ଗୋଲ ଦୀପିକା ଭାରତ ପାଇଁ ତୃତୀୟ କ୍ୱାର୍ଟରରେ କରିଥିଲେ। ଏହି ଗୋଲଟି ପେନାଲଟି...