ମହିଳା ଦିନିକିଆ ବିଶ୍ୱକପ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳ ପାଇଁ ବର୍ଷା ସଙ୍କଟ ମୁମ୍ବାଇ,୨୨।୧୦: ଗୁରୁବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ମହିଳା ବିଶ୍ୱକପ୍ ମ୍ୟାଚ୍ ପୂର୍ବରୁ ବର୍ଷା ଯୋଗୁଁ ଭାରତୀୟ ମହିଳା କ୍ରିକେଟ୍ ଦଳର ଅଭ୍ୟାସ ବାତିଲ ହୋଇଛି। ମଙ୍ଗଳବାର ନଭି ମୁମ୍ବାଇରେ ପ୍ରବଳ ବର୍ଷା ଓ ପବନ ହେବା କାରଣରୁ...