ମହିଳାମାନେ ନିଜର ହକ୍ ପାଇଁ ନିର୍ଭୟରେ ସ୍ବର ଉଠାଇବାକୁ ଆହ୍ବାନ
ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ଥିବା ‘ଜାଗୃତି’ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ କମଳା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସବ୍-ଇନ୍ସପେକ୍ଟର ବାସନ୍ତୀ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ‘ଜାଗୃତି’ର ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ…

