Tag Archives: Women’s T20 World Cup

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭ ଉଇକେଟରେ ଇଂଲଣ୍ଡକୁ ପରାସ୍ତ କରିଛି। ଏହା ଅଷ୍ଟ୍ରେଲିଆର ସପ୍ତମ ଟି୨୦ ବିଶ୍ୱକପ୍‌ ଟ୍ରଫି।…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ 8,764,615 ଆମେରିକୀୟ ଡଲାର (ପ୍ରାୟ 82.88 କୋଟି) ପୁରସ୍କାର ରାଶି ସ୍ଥିର କରାଯାଇଛି।…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ ୬ ଉଇକେଟରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୪ ଉଇକେଟ ହରାଇ…

ନ୍ୟୁଜିଲାଣ୍ଡ ପ୍ରଥମ ଥର ଜିତିଲା ମହିଳା ଟି୨୦ ବିଶ୍ୱକପ, ପୁଣି ଭାଙ୍ଗିଲା ଦକ୍ଷିଣ ଆଫ୍ରିକା ସ୍ବପ୍ନ

ନୂଆଦିଲ୍ଲୀ,୨୦ା୧୦: ଆଇସିସି ମହିଳା ଟି୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୩୨ ରନ୍‌ରେ ହରାଇ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି। ଅନ୍ୟ ପକ୍ଷରେ ଚୋକର ନାମକୁ ପ୍ରମାଣିତ କରି କ୍ରମାଗତ ଦ୍ୱିତୀୟ ଫାଇନାଲରେ ପରାଜିତ ହୋଇଛି ଦକ୍ଷିଣ ଆଫ୍ରିକା। ଆମେଲିଆ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୬ା୧୦: ମହିଳା ଟି୨୦ ବିଶ୍ୱକପରେ ପାକିସ୍ତାନକୁ ୬ ଉଇକେଟରେ ହରାଇ ପ୍ରଥମ ବିଜୟ ହାସଲ କରିଛି ଭାରତ। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୨୦ ଓଭରରେ ୮ଉଇକେଟ ହରାଇ ୧୦୫ ରନ୍‌ କରିଥିଲା। ଜବାବରେ ଭାରତ ୧୮.୫ ଓଭରରେ ୪…

ମହିଳା ଟି୨୦ ବିଶ୍ୱକପ୍‌: ବାଂଲାଦେଶର ସୁରକ୍ଷା ବ୍ୟବସ୍ଥା ଉପରେ ଆଇସିସିର ନଜର

ନୂଆଦିଲ୍ଲୀ, ୨୦ା୭: ଆସନ୍ତା ଅକ୍ଟୋବରରେ ବାଂଲାଦେଶରେ ଟି୨୦ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏଥିଯୋଗୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହି ଦେଶର ସୁରକ୍ଷା ପରିସ୍ଥିତି ଉପରେ ନଜର ରଖିଛି। ସରକାରୀ ଚାକିରି ପାଇଁ କୋଟା ବ୍ୟବସ୍ଥା ଉପରେ ସଂସ୍କାର ଦାବିରେ ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?