କାଠ ଚୁଲିରୁ ଗ୍ୟାସ୍ ସିଲିଣ୍ଡର ପାଇପ୍ରେ ଲାଗିଲା ନିଆଁ, ବିସ୍ଫୋରଣ ହେବାରୁ…
ଭଞ୍ଜନଗର,୧୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଅଗଝୋଳ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। କାଠ ଚୁଲିର ନିଆଁରୁ ଗ୍ୟାସ୍ ସିଲିଣ୍ଡର ପାଇପ୍ରେ ନିଆଁ ଲାଗି ସିଲିଣ୍ଡର ବିସ୍ଫୋରଣ ହେବାରୁ ଘରଟି ନଷ୍ଟ ହୋଇଯାଇଛି। ତେବେ ସୌଭାଗ୍ୟବଶତଃ…

