ସପ୍ତାହକୁ ୭୦ ଘଣ୍ଟା କାମ କରିବା ପ୍ରସଙ୍ଗରେ ମୁହଁ ଖୋଲିଲେ ଗୌତମ ଆଦାନୀ ନୂଆଦିଲ୍ଲୀ,୩୧ା୧୨: କାର୍ଯ୍ୟ-ଜୀବନ ସନ୍ତୁଳନ(ୱାର୍କ ଲାଇଫ ବାଲାନ୍ସ) ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଗୌତମ ଆଦାନୀ। ସେ କହିଛନ୍ତି ଯେ, ”ଯେତେବେଳେ ଆମେ କିଛି କରିବାକୁ ପସନ୍ଦ କରନ୍ତି ସେତେବେଳେ ସନ୍ତୁଳନ ଅନୁଭବ ହୁଏ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଯେତେବେଳେ...