Tag Archives: world

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧% ହୋଇଥିଲେ ମଧ୍ୟ ସେସବୁ ତରଳିବା ଯୋଗୁ ଏକ-ପଞ୍ଚମାଂଶ (୧୬-୨୦%) ହିମବାହ ଅଞ୍ଚଳ ଜଳମଗ୍ନ…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ ଅନୁଷ୍ଠିତ ନିର୍ବାଚନରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ବିପୁଳ ବିଜୟ ପରେ ୟୁନୁସଙ୍କୁ…

ଶେଖ ହାସିନାଙ୍କୁ ବଡ଼ ଝଟ୍‌କା: କୋର୍ଟ ଦେଲେ ବଡ଼ ରାୟ

ଢାକା,୨।୨: ବାଂଲାଦେଶର ଏକ କୋର୍ଟ ସରକାରୀ ଗୃହ ପ୍ରକଳ୍ପ ଜମି ଆବଣ୍ଟନରେ ଅନିୟମିତତା ସହିତ ଜଡିତ ଦୁଇଟି ପୃଥକ ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଢାକାର ସୱତନ୍ତ୍ର ବିଚାରପତି କୋର୍ଟ-୪ର ବିଚାରପତି…

ଧ୍ୱଂସ ହେବାକୁ ଯାଉଛି ବିଶ୍ୱ, ପରମାଣୁ ଘଣ୍ଟାରେ ପରିବର୍ତ୍ତନ ହେଲା ସମୟ, ବୈଜ୍ଞାନିକ ଭୟଭୀତ

ବିଶ୍ୱବ୍ୟାପୀ ଚାଲିଥିବା ସଂଘର୍ଷ ଏବଂ ଚିନ୍ତା ମଧ୍ୟରେ ବୈଜ୍ଞାନିକମାନେ ଡୁମ୍ସଡେ ଘଣ୍ଟା(ପରମାଣୁ ଘଣ୍ଟା)ର ସମୟ ପରିବର୍ତ୍ତନ କରିଛନ୍ତି। ସେମାନେ ଘଣ୍ଟାକୁ ମଧ୍ୟରାତ୍ରି ପାଖକୁ ଆହୁରି ନିକଟତର କରିଛନ୍ତି। ପରମାଣୁ ବୈଜ୍ଞାନିକମାନଙ୍କର ଏକ ଦଳ ପ୍ରସିଦ୍ଧ ଡୁମ୍ସଡେ ଘଣ୍ଟାକୁ ୮୫ ସେକେଣ୍ଡରୁ ମଧ୍ୟରାତ୍ରି…

ଦୁନିଆର ସବୁଠୁ ଅଳସୁଆ ପ୍ରାଣୀ

ଦୁନିଆରେ କିଛି ମଣିଷ ଅଳସୁଆ ଥାନ୍ତି ବୋଲି ପ୍ରାୟ ସମସ୍ତେ ଜାଣିଛନ୍ତି। ମାତ୍ର ଏମିତି କିଛି ପ୍ରାଣୀ ଅଛନ୍ତି, ଯେଉଁମାନେ ସେମାନଙ୍କର ଜୀବନର ଗୁରୁତ୍ୱପୂର୍ଣ୍ଣ ଅଂଶ ଶୋଇ, ବିଶ୍ରାମ ନେଇ ଏବଂ ଆରାମରେ ବିତାଇ ଦେଇଥାନ୍ତି। କିଛି ପ୍ରାଣୀ ଦିନକୁ ପ୍ରାୟ…

୨୦୨୭ ସୁଦ୍ଧା ଏହି ଦେଶକୁ କବ୍ଜା କରିଦେବ ଚାଇନା: ଆମେରିକାର ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୨୧।୮: ଆମେରିକାର ରଣନୀତିକବାହିନୀ କମାଣ୍ଡର ଜେନେରାଲ ଆଣ୍ଟୋନି କଟନ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ସେ ଆମେରିକା କଂଗ୍ରେସକୁ କହିଛନ୍ତି,ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ତାଙ୍କ ସେନାକୁ ୨୦୨୭ ସୁଦ୍ଧା ତାଇୱାନ ଦଖଲ କରିବାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ଦ୍ରୁତଗତିରେ ଏହି ଧର୍ମ ଛାଡ଼ୁଛନ୍ତି ଲୋକେ: ଜାଣନ୍ତୁ ହିନ୍ଦୁ ଧର୍ମର ସ୍ଥିତି କେଉଁଠି

ନୂଆଦିଲ୍ଲୀ,୨୭।୬: ବିଶ୍ୱରେ ଅନେକ ଧର୍ମର ଲୋକ ବାସ କରନ୍ତି। ମିଳିତ ଜନସଂଖ୍ୟା ୮୦୦ କୋଟିରୁ ଅଧିକ। ୱାଲର୍‌ଡମିଟର ରିପୋର୍ଟ ଅନୁଯାୟୀ, ଏହି ୮୦୦ କୋଟି ଲୋକଙ୍କ ମଧ୍ୟରେ ସର୍ବାଧିକ ଜନସଂଖ୍ୟା ଇସଲାମ ଏବଂ ଖ୍ରୀଷ୍ଟିଆନ ଧର୍ମରେ ବିଶ୍ୱାସ କରୁଥିବା ଲୋକଙ୍କର। ପିଉ…

ଭାରତର ଆକ୍ସନରେ ବାଂଲାଦେଶରେ ହଇଚଇ: ରାସ୍ତାରେ ଧାଡି ଲାଗିଛି

ଢାକା,୧୯।୫: ବାଂଲାଦେଶର ୟୁନୁସ ସରକାର ଗୋଟିଏ ପରେ ଗୋଟିଏ ଭାରତ ବିରୋଧୀ ପଦକ୍ଷେପ ନେଉଛନ୍ତି। ଦୀର୍ଘ ସମୟ ଧରି ବାଣିଜ୍ୟ ସହାୟତା ପାଇଁ ଭାରତ ଉପରେ ନିର୍ଭରଶୀଳ ବାଂଲାଦେଶ ଏବେ ଭାରତୀୟ ବ୍ୟବସାୟଗୁଡ଼ିକୁ ଟାର୍ଗେଟ କରୁଛି। ବାଂଲାଦେଶକୁ ଶିକ୍ଷା ଦେବା ପାଇଁ,…

ପୂର୍ବତନ ଆତଙ୍କବାଦୀଙ୍କ ସହ ହାତ ମିଳାଇଲେ ଟ୍ରମ୍ପ: ସାରା ବିଶ୍ୱରେ ଖେଳିଗଲା ହଇଚଇ

ଓ୍ବାଶିଂଟନ,୧୫।୫: ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଆମେରିକୀୟ ରାଷ୍ଟ୍ରପତି ଭାବେ ପୂର୍ବରୁ ଘୋଷିତ ଆତଙ୍କବାଦୀ ନେତାଙ୍କୁ ସାର୍ବଜନୀନ ଭାବରେ ଭେଟିଛନ୍ତି। ସେ ସିରିଆର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ଅହମଦ ଅଲ-ଶାରାଙ୍କୁ ଭେଟିଥିଲେ। ସେ ପୂର୍ବରୁ ଆବୁ ମହମ୍ମଦ ଅଲ-ଜୋଲାନି ଭାବରେ ଜଣାଶୁଣା ଥିଲା। ସେ…

ଆମେ ଯୁଦ୍ଧର ଦ୍ୱାରଦେଶରେ ଅଛୁ, ସବୁର ହିସାବ ନେବୁ: ପୁଣି ଭାରତକୁ ଉସୁକାଇଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ଇସଲାମାବାଦ୍‌,୧୦।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏକ ଉତ୍ତେଜନାପୂର୍ଣ୍ଣ ବୟାନ ଦେଇଛନ୍ତି। ପ୍‌ଏକ ସାକ୍ଷାତକାରରେ ସେ କହିଛନ୍ତି, ଗତ ଚାରି ଦିନ ମଧ୍ୟରେ ଭାରତ ଦ୍ୱାରା ନିଆଯାଇଥିବା ଆକ୍ରମଣାତ୍ମକ କାର୍ଯ୍ୟାନୁଷ୍ଠାନ…

ୟୁକ୍ରେନ ଉପରେ ରୁଷିଆର ଭୟଙ୍କର ଆକ୍ରମଣ: ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ମାଡ଼ରେ ୨୧ ମୃତ, ବ୍ୟାପକ କ୍ଷୟକ୍ଷତି…

କ୍ୱିଭ,୧୩।୪: ରୁଷିଆ-ୟୁକ୍ରେନ ଯୁଦ୍ଧ ପୁଣି ଥରେ ଭୟଙ୍କର ହେବାକୁ ଯାଉଛି। ରୁଷ ୟୁକ୍ରେନର ସୁମିରେ ଏକ ଭୟଙ୍କର ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼ କରିଛି। ଫଳରେ ସୁମିରେ ବ୍ୟାପକ ଧ୍ୱଂସ ଘଟିଛିି। ଏହି ଆକ୍ରମଣରେ ଅତି କମରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା…

ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ଭାରତରେ ବି…

କାଠମାଣ୍ଡୁ/ଲକ୍ଷ୍ନୌ,୪।୪:ନେପାଳରେ ଶୁକ୍ରବାର ରାତି ୭ଟା ୫୨ ମିନିଟ୍‌ ସମୟରେ ୫.୦ ତୀବ୍ରତାର ଭୂକମ୍ପ ହୋଇଛି। ଏହାର କମ୍ପନ ଉତ୍ତର ଭାରତର ବିଭିନ୍ନ ଭାଗରେ ଅନୁଭୂତ ହୋଇଛି। ୨୦ କିଲୋମିଟର ଗଭୀରରେ ଭୂକମ୍ପର କେନ୍ଦ୍ରବିନ୍ଦୁ ଥିବା ନ୍ୟାଶନାଲ ସେଣ୍ଟର ଫର୍‌ ସିସ୍‌ମୋଲୋଜି ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri