ଓଡ଼ିଶାରେ କ୍ରୀଡ଼ା ମହାକୁମ୍ଭ: ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ଆରମ୍ଭ ଭୁବନେଶ୍ୱର, ୧୦।୮: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜିଠୁ ଆରମ୍ଭ ହେଉଛି ବିଶ୍ୱସ୍ତରୀୟ କ୍ରୀଡ଼ା ମହାକୁମ୍ଭ। ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଛି ଓ୍ବାଲର୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ଚାମ୍ପିଆନସିପ। ଏହି ପ୍ରତିଯୋଗିତା ଭୁବନେଶ୍ୱରର ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ…