ରାଜ୍ୟର ଭିତ୍ତିଭୂମି ଅନୁଧ୍ୟାନ ପାଇଁ ଓଡ଼ିଶା ଗସ୍ତରେ ବିଶ୍ୱବ୍ୟାଙ୍କ ଟିମ୍ ଭୁବନେଶ୍ୱର,୨୫।୯: ଭିତ୍ତିଭୂମି କ୍ଷେତ୍ରରେ ଓଡ଼ିଶାର ବ୍ୟାପକ ରଣନୀତି ସମ୍ପର୍କରେ ଅଧ୍ୟୟନ ଏବଂ ଏ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ପାଇଁ ସୁପାରିଶ କରିବା ଉଦ୍ଦେଶ୍ୟରେ ଭାରତ ସରକାର, ବିଶ୍ଵବ୍ୟାଙ୍କ ସହଯୋଗରେ ଅଧ୍ୟୟନ ନିମନ୍ତେ ଓଡ଼ିଶା ସମେତ ଗୁଜରାଟ, ମଧ୍ୟପ୍ରଦେଶ ଏବଂ...