Tag Archives: World cup

ମୋଦିଙ୍କୁ ଭେଟିବେ ବିଶ୍ୱ ବିଜେତା ଟିମ୍‌

ନୂଆଦିଲ୍ଲୀ,୫।୧୧: ମହିଳା ବିଶ୍ୱକପ ୨୦୨୫ ଜିତିବା ପରେ, ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ବୁଧବାର, ନଭେମ୍ବର ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସମ୍ପୂର୍ଣ୍ଣ ମହିଳା ଦଳ ମଙ୍ଗଳବାର ରାତିରେ, ନଭେମ୍ବର ୪ରେ ଦିଲ୍ଲୀରେ ପହଞ୍ଚିଥିଲା।...

ଭାରତର ବିଜୟରେ କାନ୍ଦିଲା ପାକିସ୍ତାନ! ଜାଣନ୍ତୁ ପଡ଼ୋଶୀ ଦେଶର ପ୍ରତିକ୍ରିୟା

ଇସଲାମାବାଦ,୩।୧୧: ଭାରତୀୟ ମହିଳା କ୍ରିକେଟ ଦଳ ପ୍ରଥମ ଥର ପାଇଁ ବିଶ୍ୱକପ ଜିତି ଇତିହାସ ରଚିଛି। ସେମାନେ ରବିବାର (୨ ନଭେମ୍ବର, ୨୦୨୫) ନଭି ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାସ୍ତ କରି ବିଶ୍ୱକପ...

ଏମିତି କାମ କଲେ ଦୀପ୍ତି ଯାହା ୫୨ ବର୍ଷ ଇତିହାସରେ କେହି କରି ନଥିଲେ

ନୂଆଦିଲ୍ଲୀ,୩।୧୧: ଦୀପ୍ତି ଶର୍ମା ମହିଳା ବିଶ୍ୱକପ ଫାଇନାଲରେ ପାଞ୍ଚ ୱିକେଟ ନେଇ ଦକ୍ଷିଣ ଆଫ୍ରିକା ଦଳକୁ ଚୁପ କରାଇଥିଲେ। ଏହି ଚମତ୍କାର ପ୍ରଦର୍ଶନ ଟିମ ଇଣ୍ଡିଆକୁ ୫୩ ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିବାରେ ଏବଂ ପ୍ରଥମ ଥର ପାଇଁ...

ମହିଳା ବିଶ୍ୱକପ ଫାଇନାଲ ଜିତିବା ପରେ କାନ୍ଦି ପକାଇଲେ ରୋହିତ ଶର୍ମା, ବିରାଟ ହେଲେ ଇମୋଶନାଲ

ନୂଆଦିଲ୍ଲୀ,୩।୧୧: ଭାରତ ୨୦୨୫ ମହିଳା ବିଶ୍ୱକପ ଫାଇନାଲରେ ବିଜୟୀ ହୋଇଛି। ଟିମ ଇଣ୍ଡିଆର ବିଜୟ ସାରା ଦେଶରେ ଉତ୍ସବର ବାତାବରଣ ସୃଷ୍ଟି କରିଛି। ମହିଳା ବିଶ୍ୱକପ ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାସ୍ତ କରିଛି। ପୁରୁଷ ଦଳର...

ବିଶ଼୍ବକପ୍‌ ଜିତିଲେ କ୍ରିକେଟ୍‌ ଟିମ୍‌କୁ ମିଳେ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୦୯।୭: ଭାରତୀୟ ଟିମ୍‌ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୨୦୨୪ ଟି-୨୦ ବିଶ଼୍ବକପ୍‌ ଜିତି ଇତିହାସ ରଚିଛି । ଟିମ୍‌ ବ୍ଲୁ ରୋହିତ ଶର୍ମାଙ୍କ ନେତୃତ଼୍ବରେ ୧୧ ବର୍ଷର ଅପେକ୍ଷାର ଅନ୍ତ ଘଟାଇଛନ୍ତି। ୨୦୧୩ ମସିହାରେ ଭାରତୀୟ ଟିମ୍‌ ଶେଷଥର ପାଇଁ...

ଟି-୨୦ ବିଶ଼୍ବକପ୍‌: ଭାରତ ବିରୋଧରେ ପାକିସ୍ତାନ ଟିମ୍‌ର ବଡ଼ ଚାଲ୍‌, ବଦଳାଇ ପାରେ ରଣନୀତି

ନୂଆଦିଲ୍ଲୀ, ୯ା୬: ଆଇସିସି ଟି-୨୦ ବିଶ଼୍ବକପ୍‌ରେ ଆଜି ହାଇ-ଭୋଲଟେଜ୍‌ ମ୍ୟାଚ୍‌ ଦେଖିବାକୁ ମିଳିବ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଡ଼ ଟକ୍କର ହେବ। ପ୍ରତିଥର ଭଳି ଟିମ୍‌ ଇଣ୍ଡିଆର ପଲା ଭାରି ରିହିବା ନେଇ ଆଶା କରାଯାଉଛି। ପୂର୍ବଥର...

Video: କିଏ ହେବ ଟି ୨୦ ବିଶ୍ୱକପରେ ଅଧିନାୟକ ? ସ୍ପଷ୍ଟ କଲେ ବିସିସିଆଇ ସଚିବ ଜୟ ଶାହା

ନୂଆଦିଲ୍ଲୀ,୧୪ା୨: ଗତ ବର୍ଷ ଭାରତୀୟ କ୍ରିକେଟ୍ ଦଳ ପାଇଁ ଶୁଭଙ୍କର ନ ଥିଲା। ଆଇସିସି ଟେଷ୍ଟ ଚାମ୍ପିଅନସିପ୍ ଏବଂ ଦିନିକିଆ ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରେଲିଆ ହାତରେ ପରାଜୟର ସାମ୍ନା କରିବାକୁ ପଡିଥିଲା। କିନ୍ତୁ ଚଳିତ ବର୍ଷ ଭାରତୀୟ ଦଳକୁ ଜୁନ...

ICC T20 World Cup 2024 Schedule: ଟି୨୦ ବିଶ୍ୱକପ୍‌ ଲାଗି କାର୍ଯ୍ୟସୂଚୀ ଘୋଷଣା, ଜୁନ ୯ରେ ମହାମୁକାବିଲା…

ନୂଆଦିଲ୍ଲୀ, ୫ା୧: ଆଇସିସି ଟି୨୦ ବିଶ୍ୱକପ୍‌ ୨୦୨୪ର କାର୍ଯ୍ୟସୂଚୀ ଶୁକ୍ରବାର ଘୋଷଣା କରାଯାଇଛି। ଓ୍ବେଷ୍ଟଇଣ୍ଡିଜ ଓ ୟୁଏସ୍‌ଏ ମିଳିତ ଭାବେ ଆୟୋଜନରେ ହେବାକୁ ଥିବା ଏହି ଟୁର୍ନାମେଣ୍ଟ ଜୁନ୍‌ ୧ରେ ଆରମ୍ଭ ହେବ। ଜୁନ୍‌ ୫ରେ ନ୍ୟୁୟର୍କଠାରେ ଆୟର୍ଲାଣ୍ଡ ବିପକ୍ଷରେ...

ଡୁପ୍ଲିକେଟ୍‌ କୋହଲିଙ୍କୁ ଦେଖିବାକୁ ପାଇଁ ପ୍ରବଳ ଭିଡ଼: ଦେଖିଲେ ଆଖି ଖାଇଯିବ ଧୋକା

ଅହମ୍ମଦାବାଦ୍‌,୧୯।୧୧: ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ର ଫାଇନାଲ୍‌ ମ୍ୟାଚ ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି। ଏହାପୂର୍ବରୁ ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲରେ ବିରାଟ କୋହଲି ନିଜର ୫୦ତମ ଶତକ ହାସଲ କରି ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଥିଲେ। ବର୍ତ୍ତମାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri