Tag Archives: world cup 2023

ହିସାବ ବରାବର ପାଇଁ ଟିମ ଇଣ୍ଡିଆ ପାଖରେ ରହିଛି ସୁଯୋଗ, ସେମିଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମୁକାବିଲା

ନୂଆଦିଲ୍ଲୀ,୧୩।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ବିଶ୍ୱକପ ୨୦୨୩ର ପ୍ରଥମ ସେମିଫାଇନାଲ ମ୍ୟାଚ ୧୫ ନଭେମ୍ବରରେ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ପ୍ରତିଶୋଧ ନେବାକୁ ଟିମ ଇଣ୍ଡିଆ ପାଖରେ ସୁଯୋଗ ରହିଛି। ବିଶ୍ୱକପ ୨୦୧୯ର ସେମିଫାଇନାଲ…

ଟିମ୍‌ ଇଣ୍ଡିଆ ଯଦି ଏଥର ନ ଜିତେ ତେବେ ଆଉ ୩ ବିଶ୍ୱକପ୍‌ ଯାଏ ଅପେକ୍ଷା କରିବାକୁ ପଡ଼ିବ: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୨।୧୧: ଟିମ୍‌ ଇଣ୍ଡିଆ ଚଳିତ ବିଶ୍ୱକପ୍‌ରେ ଚାମ୍ପିୟନ ହେବାର ସୁଯୋଗ ହରାଇଲେ ଏଥିଲାଗି ଆଉ ୩ ବିଶ୍ୱକପ୍‌ ଯାଏ ଅପେକ୍ଷା କରିବାକୁ ପଡ଼ିବ। କିଛି ଏଭଳି ବୟାନ ଦେଇ ଚର୍ଚ୍ଚାରେ ଭାରତର ପୂର୍ବତନ ଅଧିନାୟକ ରବି ଶାସ୍ତ୍ରୀ। ଏକ ଗଣମାଧ୍ୟମ ସହ…

ବିଶ୍ୱକପ ୨୦୨୩ରେ ହେଲା ବଡ଼ ରେକର୍ଡ, ୧୦ ଲକ୍ଷ ଲୋକେ ଷ୍ଟାଡିୟମରେ ଆସି ଦେଖିଲେ ମ୍ୟାଚ୍

ନୂଆଦିଲ୍ଲୀ, ୧୧।୧୧: ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ରେ ଆଉ ଏକ ରେକର୍ଡ ପ୍ରତିଷ୍ଠା ହୋଇଛି। ବିଶ୍ୱକପରେ ବର୍ତ୍ତମାନ ଆଉ ସାତଟି ମ୍ୟାଚ୍ ବାକି ରହିଛି। ଏହା ପୂର୍ବରୁ ଷ୍ଟାଡିୟମରେ ଚଳିତ ବିଶ୍ୱକପରେ ଏକ ମିଲିୟନ ଅର୍ଥାତ ୧୦ ଲକ୍ଷ ଲୋକେ ଦେଖିଛନ୍ତି।…

ସଚିନଙ୍କ ରେକର୍ଡ ଭାଙ୍ଗିବା ପରେ ଜେଜେମା’ଙ୍କୁ ଭେଟିଲେ ରାଚିନ, ନେଲେ ଆଶିର୍ବାଦ; ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୧୧: ନ୍ୟୁଜିଲାଣ୍ଡ ପକ୍ଷରୁ ଖେଳୁଥିବା ୨୩ ବର୍ଷୀୟ ରାଚିନ ରବିନ୍ଦ୍ର ନିଜର ଜବରଦସ୍ତ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ତାଙ୍କର ପିତାମାତା ଭାରତୀୟ ହୋଇଥିବା ବେଳେ ସେ ନ୍ୟୁଜିଲାଣ୍ଡରେ ଜନ୍ମଗ୍ରହଣ କରିଥିଲେ। ହେଲେ ବାପା ସଚିନ ତେନ୍ଦୁଲକର ଏବଂ ରାହୁଲ ଦ୍ରାବିଡଙ୍କ…

ଡେବ୍ୟୁ ବିଶ୍ୱକପ୍‌ରେ ମହାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଲେ ରାଚିନ, ହୃଦୟ ଜିତିଲା…

ନୂଆଦିଲ୍ଲୀ,୧୦।୧୧: ବିଶ୍ୱକପ୍‌ ୨୦୨୩ରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ୍‌ ରାଚିନ ରବିନ୍ଦ୍ର ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଛନ୍ତି। ୨୫ରୁ କମ୍‌ ବୟସରେ ସଚିନ ୧୯୯୬ ବିଶ୍ୱକପ୍‌ରେ ୫୨୩ ରନ୍‌ କରିଥିଲେ। ରାଚିନ ଚଳିତ ବିଶ୍ୱକପ୍‌ରେ ସର୍ବାଧିକ ରନ୍‌ ସ୍କୋର କରି ଏହି…

ଶ୍ରୀଲଙ୍କା ଏମ୍‌ପି କହିଲେ- ଆଇସିସିକୁ ଚଳାଉଛି ବିସିସିଆଇ, ଭାରତ ବିପକ୍ଷ ମୁକାବିଲାର ଯାଞ୍ଚ ହେଉ

ନୂଆଦିଲ୍ଲୀ,୯।୧୧: ବିଶ୍ୱକପ୍‌ର ୩୩ତମ ମୁକାବିଲା ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିଲା। ମୁମ୍ବାଇରେ ଖେଳାଯାଇଥିବା ଏହି ମୁକାବିଲାରେ ଟିମ୍‌ ଇଣ୍ଡିଆ ୩୦୨ରନ୍‌ରେ ବିଜେତା ହୋଇ ଥିଲା। ମ୍ୟାଚ୍‌ରେ ଭାରତୀୟ ବୋଲରମାନେ ଜବରଦସ୍ତ ବୋଲିଂ ପ୍ରଦର୍ଶନ କରିଥିଲେ। ହେଲେ ଏବେ ଏହି ମ୍ୟାଚ୍‌କୁ…

ସଚିନ ତେନ୍ଦୁଲକରଙ୍କୁ ନିଜ ଶତକୀୟ ଇନିଂସର ଶ୍ରେୟ ଦେଲେ ଆଫଗାନିସ୍ତାନର ଏହି ବ୍ୟାଟ୍ସମ୍ୟାନ୍‌

ମୁମ୍ବାଇ,୧୧।୭: ଆଫଗାନିସ୍ତାନର ଓପନିଂ ବ୍ୟାଟ୍ସମ୍ୟାନ୍‌ ଇବ୍ରାହିମ୍‌ ଜାଦ୍‌ରାନ ମଙ୍ଗଳବାର ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି। ସେ ବିଶ୍ୱକପ୍‌ ଇତିହାସରେ ଶତକ ମାରିଥିବା ପ୍ରଥମ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ସେ ୧୪୩ ବଲରେ ଅପରାଜିତ ୧୨୯ ରନ୍‌ର ଇନିଂସ ଖେଳିଥିଲେ। ଏହି…

ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରି ଇତିହାସ ରଚିଲେ ଏହି ବ୍ୟାଟ୍ସମ୍ୟାନ୍‌

ମୁମ୍ବାଇ,୭।୧୧: କ୍ରିକେଟ ବିଶ୍ୱକପ୍‌ ୨୦୨୩ରେ ଆଫଗାନିସ୍ତାନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ଇବ୍ରାହିମ୍‌ ଜାଦ୍‌ରାନ୍‌ ଇତିହାସ ରଚିଛନ୍ତି। ସେ ୧୨୧ ବଲ୍‌ରେ ନିଜ ଶତକ ପୂରଣ କରିଛନ୍ତି। ତେବେ ଏଭଳି କରି ସେ ବିଶ୍ୱକପ୍‌ ଇତିହାସରେ ଆଫଗାନିସ୍ତାନ ପକ୍ଷରୁ ଶତକ…

ଥମୁନି ବିଶ୍ୱକପ୍‌ର ‘ଟାଇମ୍‌ ଆଉଟ୍‌’ ବିବାଦ: ସାକ୍ଷ୍ୟ ଦେଲେ ମାଥ୍ୟୁସ, ଅମ୍ପାୟାରଙ୍କ ନିଷ୍ପତ୍ତି ଉପରେ ଉଠାଇଲେ ପ୍ରଶ୍ନ…

ନୂଆଦିଲ୍ଲୀ,୭।୧୧: ଥମିବାର ନାଁ ନେଉନାହିଁ ବିଶ୍ୱକପ୍‌ ୨୦୨୩ର ଟାଇମ୍‌ ଆଉଟ୍‌ ବିବାଦ। ବାଲାଂଦେଶ ବିପକ୍ଷରେ ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ଅଲରାଉଣ୍ଡର ଆଞ୍ଜେଲା ମାଥ୍ୟୁସଙ୍କୁ ଏହାକୁ ନେଇ ପ୍ୟାଭିଲିୟନ ଫେରିବାକୁ ପଡ଼ିଥିଲା। ଏହି ପ୍ରସଙ୍ଗରେ ମାଥ୍ୟୁସ ପ୍ରଥମେ ଅସନ୍ତୋଷ…

ଟିମ ଇଣ୍ଡିଆକୁ କେବେ ଫେରିବେ ହାର୍ଦ୍ଦିକ ପାଣ୍ଡ୍ୟା? ନେଟ୍‌ରେ ଆରମ୍ଭ କଲେ ଅଭ୍ୟାସ

ନୂଆଦିଲ୍ଲୀ,୩୦।୧୦: ଟିମ ଇଣ୍ଡିଆ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି, କାରଣ ସେ ଭାରତର ବିଜୟରେ ବ୍ୟାଟିଂ, ବୋଲିଂ ଏବଂ ଫିଲ୍ଡିଂ ୩ ରୂପରେ ସର୍ବାଧିକ ଯୋଗଦାନ ଦେଇପାରିବେ। ଖେଳୁଥିବା ଏକାଦଶରେ ତାଙ୍କର ଉପସ୍ଥିତି ସହିତ ଦଳର ସନ୍ତୁଳନ ବହୁତ…

‘ଟିମ୍‌ ଇଣ୍ଡିଆକୁ କାହାର ନଜର ନ ଲାଗୁ’

ପୁଣେ,୨୦।୧୦: ଆଇସିସି କ୍ରିକେଟ ବିଶ୍ୱକପ୍‌ ୨୦୨୩ରେ ଟିମ୍‌ ଇଣ୍ଡିଆ ଗୁରୁବାର ଟୁର୍ନାମେଣ୍ଟରେ ଲଗାତାର ଚତୁର୍ଥ ବିଜୟ ହାସଲ କରିଥିଲା। ମ୍ୟାଚ୍‌କୁ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଏବଂ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ କେଏଲ୍‌ ରାହୁଲ ଫିନିଶ କରିଥିଲେ। ବିଜୟ ପରେ ପାଭିଲିୟନ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?