ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକ ଘୋଷଣା କରିଛି। ଏହା ସହିତ, ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ…