ଆକ୍ରମଣ, ଖାମେନେଇଙ୍କ ମୃତ୍ୟୁକୁ ନେଇ ବିଶ୍ୱନେତାଙ୍କ ପ୍ରତିକ୍ରିୟା ବ୍ରୁସେଲ୍ସ, ୨ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲ୍ର ମିଳିତ ଆକ୍ରମଣ ଏବଂ ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁକୁ ନେଇ ବିଶ୍ୱନେତାମାନେ ମାପିଚୁପି ପ୍ରତିକ୍ରିୟା ଦେଇଛନ୍ତି। ଆମେରିକାର ଆକ୍ରମଣକୁ ଅଷ୍ଟ୍ରେଲିଆ ଏବଂ କାନାଡା ଖୋଲା ସମର୍ଥନ କରିଥିବାବେଳେ ଚାଇନା…