ପୁଣି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ପଛରେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି, ଲୋକପ୍ରିୟତାରେ ନମ୍ବର-୧ ନୂଆଦିଲ୍ଲୀ,୨୨।୨: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ଲୋକପ୍ରିୟତା ମାମଲାରେ ପଛରେ ପକାଇ ଶୀର୍ଷସ୍ଥାନରେ ପହଞ୍ଚିଛନ୍ତି। ପାଶ୍ଚାତ୍ୟ ଦେଶର ନେତାମାନେ ମଧ୍ୟ ଏହା ସ୍ବୀକାର କରୁଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ମର୍ନିଂ କନ୍ସଲ୍ଟ...