ଇତିହାସ ରଚିଲେ ଏଲନ ମସ୍କ: ପ୍ରଥମ ବ୍ୟକ୍ତି ଭାବେ ୪୦୦ ବିଲିୟନ ଡଲାର ପାର କଲା ସମ୍ପତ୍ତି ନୂଆଦିଲ୍ଲୀ,୧୧।୧୨: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ସମ୍ପତ୍ତି ବଢ଼ିବାରେ ଲାଗିଛି। ପ୍ରଥମ ବ୍ୟକ୍ତି ଭାବେ ଏଲନଙ୍କ ସମ୍ପତ୍ତି ୪୦୦ ବିଲିୟନ ଡଲାର ଅତିକ୍ରମ କରିଛି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ, କିଛି ସ୍ପେସ୍ ଏକ୍ସ ସେୟାର ବିକ୍ରି...