ସିଙ୍ଗାପୁରରେ ଓଡ଼ିଶାର ପିଲାଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ ସହିତ ମୋଦି…