ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ ଆଦିବାସୀ ଦିବସ ପାଳନ ହେଉଥିବା ବେଳେ ଉପାନ୍ତ ତଥା ଆଦିବାସୀ ଅଞ୍ଚଳ ଭାବେ…