ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି….. ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ ଜଳ ଦିବସ ସମାରୋହ ଅନୁଷ୍ଠିତ ହୋଇଛି ।ସୂଚନା ଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀ…