୩୦ ବର୍ଷର ପୁରୁଣା ଭ୍ରୂଣରୁ ଜନ୍ମନେଲା ଶିଶୁ ଓ୍ବାଶିଂଟନ,୩ା୮: ଆମେରିକାର ଓହିୟୋଠାରେ ୩୦ ବର୍ଷ ତଳର ଏକ ଭ୍ରୂଣରୁ ଶିଶୁ ଜନ୍ମ ନେଇଛି। ତାହାର ନାମ ଥାଡିୟସ ଡାନିଏଲ ପିୟର୍ସ ରଖାଯାଇଛି। ୧୯୯୪ରେ ଏକ ଭ୍ରୂଣକୁ ବିକଶିତ କରାଯାଇଥିଲା। ପରବର୍ତ୍ତୀ ସମୟରେ ବ୍ୟବହାର କରିବା ଉଦ୍ଦେଶ୍ୟରେ ଏହାକୁ ଫ୍ରିଜରରେ...