Tag Archives: worship

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି ଅସାମାଜିକ କାର୍ଯ୍ୟକଳାପକୁ ଦମନ କରାଯିବା ସହ ଚୋରି ଡକାୟତି ରାହାଜାନିକୁ ଦୃଷ୍ଟିରେ ରଖି…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା ସୂଚନାରୁ ଜଣାପଡ଼ିଛି। ମନ୍ଦିରର ପୂଜାପଣ୍ଡା ସେବାୟତ ଏବଂ ବଡୁ ସେବାୟତଙ୍କ ମଧ୍ୟରେ ଗତ…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା ଗଭୀର ଭାବରେ ସ୍ଥାପିତ ହୋଇଛି ଯେ ଆଜି ମଧ୍ୟ, ରାଜା ରାମଙ୍କ ଅନୁମତି…

ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ

ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ ସେ ଅନେକ ମନ୍ଦିର ପରିଦର୍ଶନ କରିଛନ୍ତି। ଏହା ବ୍ୟତୀତ ନୀତିନ ଏକ ଗୁରୁଦ୍ୱାର ମଧ୍ୟ…

ଆଧ୍ୟାତ୍ମିକ ପରିବେଶରେ ଗାଁ ଉତ୍ସବମୁଖର, ୨୦୦ରୁ ଊର୍ଦ୍ଧ୍ୱ ମହିଳା ଏକାଠି ହୋଇ…

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବିଜୟଲକ୍ଷ୍ମୀ ନାରାୟଣପୁର ଗ୍ରାମସ୍ଥିତ ଶ୍ରୀ ଚନ୍ଦ୍ରଶେଖର ମହାଦେବ ମନ୍ଦିର ଏବଂ ଶ୍ରୀ ହନୁମାନ ଗୁମ୍ଫା ପ୍ରତିଷ୍ଠା ମହୋତ୍ସବରେ ବୁଧବାର ଆଖପାଖ ଗ୍ରାମର ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ପଣ୍ଡିତ ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?