ଆରସିବି ଟ୍ରଫି ‘ମରୁଡ଼ି’ ଶେଷ କଲା ମହିଳା ଟିମ୍, ପ୍ରଥମ ଥର ପାଇଁ ଜିତିଲା ଟାଇଟଲ୍ ଭୁବନେଶ୍ୱର,୧୭।୩: ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଚମତ୍କାର ପ୍ରଦର୍ଶନ ସହିତ ମହିଳା ପ୍ରିମିୟର ଲିଗ୍ (ଡବ୍ଲୁପିଏଲ୍) ୨୦୨୪ ଟାଇଟଲ୍ ଜିତିଛି। ଟୁର୍ଣ୍ଣାମେଣ୍ଟର ଅନ୍ତିମ ମ୍ୟାଚ୍ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ...