WPL Auction: ମୁମ୍ବାଇ ଇଣ୍ଡିଆନ୍ସ କାଙ୍ଗାଳ, ନିଲାମ ପୂର୍ବରୁ ଜାଣନ୍ତୁ, କେଉଁ ଦଳ ପାଖରେ କେତେ ଟଙ୍କା ରହିଛି
ନୂଆଦିଲ୍ଲୀ,୨୭।୧୦: WPL 2027 ନିଲାମ ଅକ୍ଟୋବର ୨୮ରେ କୋଚିରେ ଅନୁଷ୍ଠିତ ହେବ। ପଞ୍ଚମ ସିଜିନ ପୂର୍ବରୁ ୧୪୬ ଜଣ ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ ହେବେ ଏବଂ ଏଥିରେ ଅଂଶଗ୍ରହଣ କରୁଥିବା ପାଞ୍ଚଟି ଦଳ ପାଖରେ ମୋଟ ୮.୧୫ କୋଟି ଟଙ୍କାର…

