ଭୁଲ୍ ଚିକିତ୍ସା ଯୋଗୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ, ଡାକ୍ତର ଇଞ୍ଜେକ୍ସନ ଦେବା ପରେ ଦେହ କଳା….. ବୌଦ୍ଧ,୫।୩( ଅଜିତ କୁମାର ବାରିକ): ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଭଳି ଏକ ସାଂଘାତିକ ଅଭିଯୋଗ ଆସିଛି ବୌଦ୍ଧ ଜିଲାରୁ । ଏହି ଘଟଣାକୁ ନେଇ ହସ୍ପିଟାଲରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି ।…