ଆଉ ମାତ୍ର ୩ ଉଇକେଟ୍… ବିଶ୍ୱରେକର୍ଡ କରିବେ ବୁମ୍ରା, ହାତରେ ଅଛି ସୁବର୍ଣ୍ଣ ସୁଯୋଗ
ଓ୍ବେଲିଂଟନ୍,୧୮।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୧୯ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୨୦୨୫-୨୭ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଦୃଷ୍ଟିରୁ ଏହି ସିରିଜ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ନ୍ୟୁଜିଲାଣ୍ଡ ମାଟିରେ ଭାରତର ଟେଷ୍ଟ…

