IND vs NZ ଟେଷ୍ଟ ସିରିଜ ପୂର୍ବରୁ WTC ପଏଣ୍ଟ ଟେବୁଲରେ ବଡ଼ ହଲଚଲ: ୨ ଦଳର ପଏଣ୍ଟ କାଟିଲା ICC, ଜାଣନ୍ତୁ କେତେ ସ୍ଥାନରେ ଭାରତ
ନୂଆଦିଲ୍ଲୀ, ୧୮।୧୧: ଆଇସିସି ୱାଲର୍ଡ ଟେଷ୍ଟ ଚାମ୍ପିୟନସିପ (WTC) ୨୦୨୫-୨୭ର ଚକ୍ର ଏବେ ରୋମାଞ୍ଚକର ସ୍ଥିତିରେ ପହଞ୍ଚିଛି। ଫାଇନାଲରେ ପହଞ୍ଚିବା ଦୌଡ଼କୁ ନେଇ ଶୀର୍ଷ ଦଳଗୁଡ଼ିକ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳୁଛି। ଏହି ସମୟରେ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ…

