ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ଉପରେ ଭାରତର ବଡ଼ ଆକ୍ସନ! ଦେଉଥିଲେ ପରମାଣୁ ବୋମାର ଧମକ ନୂଆଦିଲ୍ଲୀ,୨୯।୪: ୨୨ ଏପ୍ରିଲରେ ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ଏହି ସମୟରେ, ଭାରତ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସରକାର ପାକିସ୍ତାନର ପ୍ରତିରକ୍ଷା...