ଦାରିଙ୍ଗବାଡ଼ି ଉତ୍ସବମୁଖର: ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ପ୍ରଭୁ ଯୀଶୁଖ୍ରୀଷ୍ଟ କରିଛନ୍ତି ଧରାବତରଣ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୂମ୍ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ କରାଯାଇଛି।...