‘ଏକ୍ସ’ (X) ୟୁଜର୍ସଙ୍କ ଅନୁରୋଧ ପୂରଣ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୨।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ସାମ ପିତ୍ରୋଡାଙ୍କ ମଧ୍ୟରେ ସୋସିଆଲ ମିଡିଆରେ ହୋଇଥିବା ଆଦାନପ୍ରଦାନ ବର୍ତ୍ତମାନ ଆଲୋଚନାର ବିଷୟ ପାଲଟିଛି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆରେ ବେଶ ସକ୍ରିୟ ରୁହନ୍ତି ଏବଂ ଏହି ଘଟଣାଟି…

