ଜୟଶଙ୍କରଙ୍କ ଚାଇନା ଗସ୍ତ, ୨୦୨୦ ଗାଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ସି ଜିନପିଙ୍ଗଙ୍କୁ ଭେଟିଲେ
ନୂଆଦିଲ୍ଲୀ,୧୫।୭: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ମଙ୍ଗଳବାର ଦିନ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିଛନ୍ତି। ୨୦୨୦ ମସିହାରେ ଗାଲୱାନ ଉପତ୍ୟକାରେ ହୋଇଥିବା ମାରାତ୍ମକ ସଂଘର୍ଷ ପରେ ଏହା ହେଉଛି ଉଭୟ ନେତାଙ୍କ ମଧ୍ୟରେ ପ୍ରଥମ ବୈଠକ। ପୂର୍ବ ଲଦାଖରେ ସୀମା…
ସି ଜିନପିଙ୍ଗ ନିଖୋଜ! ୧୬ ଦିନ ପର୍ଯ୍ୟନ୍ତ କିଏ ଚଳାଇଲା ଦେଶ? ଜାଣନ୍ତୁ…
ବେଜିଂ,୩୦।୬: ଏବେ ଚାଇନାରେ ଅଶାନ୍ତି ଲାଗି ରହିଛି। ଡ୍ରାଗନ ବିଶ୍ୱକୁ ଦେଖାଇବାକୁ ଯଥାସମ୍ଭବ ଚେଷ୍ଟା କରୁଛି ଯେ ସବୁକିଛି ଠିକ ଚାଲିଛି, କିନ୍ତୁ ଆସୁଥିବା ଖବରଗୁଡ଼ିକ ଦର୍ଶାଉଛି ଯେ ହୁଏତ ଚାଇନାରେ ସବୁକିଛି ଠିକ ନାହିଁ। ୨୧ ମଇ ରୁ ୫…
ଭାରତ ବର୍ଡରକୁ ଯାଆନ୍ତୁନି…ଚେତାବନୀ ଦେଲା ଚାଇନା; ପୁଣି ହେବ କି ଯୁଦ୍ଧ?
ବେଜିଂ,୧।୬: ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ମଧ୍ୟରେ, ଚାଇନା ତାର ନାଗରିକମାନଙ୍କ ପ୍ରତି ଏକ ବଡ଼ ସତର୍କତା ଜାରି କରିଛି। ନେପାଳରେ ଥିବା ଚୀନ ଦୂତାବାସ ଚୀନ ନାଗରିକମାନଙ୍କୁ ଭାରତ-ନେପାଳ ସୀମା ନିକଟକୁ ଯିବାରୁ ନିବୃତ୍ତ ରହିବାକୁ…
ଯୁଦ୍ଧ ପରେ ପ୍ରଥମଥର ମୋଦିଙ୍କୁ ଭେଟିବେ ଜିନପିଙ୍ଗ! ହେବ ବଡ଼ ଡିଲ୍…
ନୂଆଦିଲ୍ଲୀ,୩୧।୫: ପାକିସ୍ତାନ ସହିତ ସାମ୍ପ୍ରତିକ ସାମରିକ ଉତ୍ତେଜନା ଏବଂ ପାକିସ୍ତାନକୁ ଚାଇନାର ସମର୍ଥନ ମଧ୍ୟରେ, ଭାରତ ଏବଂ ଚୀନ ମଧ୍ୟରେ କୂଟନୈତିକ ଆଲୋଚନା ପାଇଁ ଏକ ନୂତନ ସୁଯୋଗ ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ…
ଜିନପିଙ୍ଗଙ୍କୁ ଭେଟିବେ ମୋଦି, ପାକିସ୍ତାନ ଛାନିଆ
ବେଜିଂ,୨୯।୫: ଭାରତୀୟ ସେନାର ଅପରେଶନ ସିନ୍ଦୂର ସମୟରେ ପାକିସ୍ତାନକୁ ଚାଇନା ସାମରିକ ସହାୟତା ପ୍ରଦାନ କରିବା ସତ୍ତ୍ୱେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବ୍ରାଜିଲରେ ସାକ୍ଷାତ କରିପାରନ୍ତି। ଡେକାନ ହେରାଲ୍ଡର ଏକ ରିପୋର୍ଟ ଅନୁଯାୟୀ, ଜୁଲାଇରେ…
ଏକତରଫା ଦାଦାଗିରି ବିରୋଧରେ ଏକତ୍ର ହୁଅ: EUରେ ଅପିଲ୍ କଲା ଚାଇନା
ବେଜିଂ,୧୧।୪: ଚାଇନା ୟୁରୋପୀୟ ସଂଘ(EU)କୁ ଆମେରିକାର ‘ଏକତରଫା ଦାଦାଗିରି’ ବିରୋଧରେ ଏକାଠି କାମ କରିବାକୁ ଆହ୍ବାନ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାରୁ ଆସୁଥିବା କିଛି ସାମଗ୍ରୀ ଉପରେ ୧୪୫% ପର୍ଯ୍ୟନ୍ତ ଟାରିଫ୍ ଲଗାଇବା ପରେ ଚାଇନା ପକ୍ଷରୁ ଏହି…
ଘନୀଭୂତ ହେଲା ବାଣିଜ୍ୟ ଯୁଦ୍ଧ: ଆମେରିକୀୟ ସାମଗ୍ରୀ ଉପରେ ଶୁଳ୍କ ୧୨୫%କୁ ବୃଦ୍ଧି କଲା ଚାଇନା
ବେଜିଂ,୧୧।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବିଶାଳ ଶୁଳ୍କ ପ୍ରତିଜବାବରେ ଚାଇନା ଆମେରିକୀୟ ଉତ୍ପାଦ ଉପରେ ୧୨୫ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଛି। ସେପଟେ ଆମେରିକାକୁ ପ୍ରତିରୋଧ କରିବା ପାଇଁ ରାଷ୍ଟ୍ରପତି ସି ଜିନପିଙ୍ଗ ୟୁରୋପୀୟ ସଂଘକୁ ବେଜିଂ…
“ଅତି ଚତୁର ବ୍ୟକ୍ତି”: ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ମଧ୍ୟରେ ସି ଜିନପିଙ୍ଗଙ୍କୁ ପ୍ରଶଂସା କଲେ ଟ୍ରମ୍ପ
ୱାଶିଂଟନ୍, ୧୦ା୪: ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଯୋଗୁଁ ସାରା ବିଶ୍ୱରେ ଆର୍ଥିକ ଝଡ଼ ସୃଷ୍ଟି ହୋଇଛି, ଯାହା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ଚାଇନା ପ୍ରତିପକ୍ଷ ସି ଜିନପିଙ୍ଗଙ୍କୁ “ଚତୁର ବ୍ୟକ୍ତି” ବୋଲି କହିଛନ୍ତି। ଟ୍ରମ୍ପ…
ଆମେରିକାକୁ ପାନେ ଦେଲା ଚାଇନା: ଆପଣାଇଲା ଯେସାକୁ ତେସା ନୀତି
ବେଜିଂ,୫।୪:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଇନାରୁ ଆମଦାନୀ ସାମଗ୍ରୀ ଉପରେ ୩୪ ପ୍ରତିଶତ ପାରସ୍ପରିକ ଶୁଳ୍କ ଲଗାଇବାକୁ ଘୋଷଣା କରିବାର ଦିନକ ପରେ ବେଜିଂ ମଧ୍ୟ ଯେସାକୁ ତେସା ନୀତି ଗ୍ରହଣ କରିଛି। ଆମେରିକାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଚାଇନା…
ଭାରତର ଶତ୍ରୁ ଦେଶକୁ ଝଟ୍କା ଦେଲା ଚାଇନା, କଲା ବଡ଼ ଘୋଷଣା
ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ। କିନ୍ତୁ ଏବେ ଏହା କୁହାଯାଇପାରେ ଯେ ତାଙ୍କର ସମସ୍ତ ଜ୍ଞାନ ବ୍ୟର୍ଥ ଯାଇଛି କାରଣ…
China Xi Jinping: ନିଜ ଦେଶରେ ବିଦ୍ରୋହର ସାମ୍ନା କରୁଛନ୍ତି ଜିନପିଙ୍ଗ: ଡ୍ରାଗନର ହଜିଲା ନିଦ
ବେଜିଂ,୧୮।୩: ଚାଇନାର ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ)ରେ ସମ୍ପ୍ରତି ଅନେକ ବଡ଼ ପରିବର୍ତ୍ତନ ଦେଖାଯାଇଛି। ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନେତୃତ୍ୱରେ ଦୁର୍ନୀତି ଦୂରୀକରଣ ଅଭିଯାନର ଅଂଶ ସ୍ବରୂପ ଅନେକ ବରିଷ୍ଠ ସାମରିକ ଅଧିକାରୀଙ୍କୁ ଗିରଫ କରାଯାଇଛି, କିନ୍ତୁ ଏହି ପଦକ୍ଷେପ ପ୍ରଶ୍ନ…
୫ ବର୍ଷ ପରେ ମୋଦି-ଜିନ୍ପିଙ୍ଗ୍ଙ୍କ ମଧ୍ୟରେ ପ୍ରଥମ ଆଲୋଚନା
କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ସୀମାରେ ଶାନ୍ତି, ପାରସ୍ପରିକ ବିଶ୍ୱାସ ଏବଂ ସମ୍ମାନକୁ ପ୍ରଥମିକତା ଦେବା…

