ଆଇଏଏସ୍ ଅଫିସର ହେବାକୁ ଚାହୁଁଥିଲେ ୟାମି ମୁମ୍ବାଇ: ଦମ୍ଦାର ଅଭିନୟ ଦ୍ୱାରା ଅଭିନେତ୍ରୀ ୟାମି ଗୌତମ ବଲିଉଡ୍ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ସମ୍ପ୍ରତି ସେ ତାଙ୍କର ଆଗାମୀ ଫିଲ୍ମ ‘ଧୁମ୍ଧାମ୍’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏକ ବିବାହିତ ଦମ୍ପତିଙ୍କ କାହାଣୀକୁ ନେଇ ଆଧାରିତ...