ଭାରତନାଟ୍ୟମ୍ ନୃତ୍ୟଶିଳ୍ପୀ ୟାମିନୀ କ୍ରିଷ୍ଣମୂର୍ତ୍ତିଙ୍କ ପରଲୋକ ନୂଆଦିଲ୍ଲୀ,୩ା୮: ପଦ୍ମ ବିଭୂଷଣ ବିଜୟିନୀ ବର୍ଷୀୟାନ ଭାରତନାଟ୍ୟମ୍ ନୃତ୍ୟଶିଳ୍ପୀ ଡ. ୟାମିନୀ କ୍ରିଷ୍ଣମୂର୍ତ୍ତିଙ୍କର ଶନିବାର ଅପରାହ୍ନରେ ପରଲୋକ ହୋଇଯାଇଛି। ତାଙ୍କୁ ୮୪ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥାଇ ୭ ମାସ ହେଲା ଆପୋଲୋ ହସ୍ପିଟାଲରେ ଭର୍ତ୍ତି...