୪୫ ଲୋକଙ୍କ ମୃତ୍ୟୁକୁ ନେଇ ସେନାକୁ ବଡ଼ ନିର୍ଦ୍ଦେଶ ଦେଲେ ପ୍ରତିରକ୍ଷା ମନ୍ତ୍ରୀ ୱାୟନାଡ଼, ୩୦।୦୭: କେରଳର ୱାୟନାଡ଼ରେ ହୋଇଥିବା ଭୁସ୍ଖଳନରେ ଭୟାନକ ପରିସ୍ଥିତି ସୃଷ୍ଟି ହୋଇଛି । ମିିଳିଥିବା ସୂଚନା ଅନୁସାରେ ପ୍ରକୃତିର ଏହି ତାଣ୍ଡବରେ ବର୍ତ୍ତମାନ ପର୍ଯ୍ୟନ୍ତ ୪୫ ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ୧୦୦ ରୁ ଅଧିକ...