ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏଲ୍ ଏନେଇ ଅର୍ଥ ମଞ୍ଜୁର...