ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି ମ୍ୟାଚ୍ ସମୟରେ ସେ ଅସୁସ୍ଥ ଅନୁଭବ କରିଥିଲେ। ମ୍ୟାଚ୍ ପରେ ତାଙ୍କୁ ତୁରନ୍ତ...