୨୨ ବର୍ଷୀୟ ଜଶସ୍ବୀ ଜୟସ୍ବାଲ କଲେ ‘ବିରାଟ’ ରେକର୍ଡ, ହେଲେ କୋହଲିଙ୍କ ସମକକ୍ଷ ରାଞ୍ଚି,୨୬।୨: ଇଂଲଣ୍ଡ ବିପକ୍ଷ ରାଞ୍ଚି ଟେଷ୍ଟ ମ୍ୟାଚର ଦ୍ୱିତୀୟ ଇନିଂସରେ ଜଶସ୍ବୀ ଜୟସ୍ବାଲ ୪୪ ବଲରେ ୩୭ ରନ ଖେଳିଥିଲେ। ଏହି ଇନିଂସ ସହ ସେ ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଛନ୍ତି। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ସର୍ବାଧିକ ରନ...