Tag Archives: Yashasvi Jaiswal

୨୨ ବର୍ଷୀୟ ଜଶସ୍ବୀ ଜୟସ୍ବାଲ କଲେ ‘ବିରାଟ’ ରେକର୍ଡ, ହେଲେ କୋହଲିଙ୍କ ସମକକ୍ଷ

ରାଞ୍ଚି,୨୬।୨: ଇଂଲଣ୍ଡ ବିପକ୍ଷ ରାଞ୍ଚି ଟେଷ୍ଟ ମ୍ୟାଚର ଦ୍ୱିତୀୟ ଇନିଂସରେ ଜଶସ୍ବୀ ଜୟସ୍ବାଲ ୪୪ ବଲରେ ୩୭ ରନ ଖେଳିଥିଲେ। ଏହି ଇନିଂସ ସହ ସେ ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଛନ୍ତି। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ସର୍ବାଧିକ ରନ ସଂଗ୍ରହ…

ଇତିହାସ ରଚିଲେ ଜଶସ୍ୱୀ ଜୟସ୍ବାଲ, ଭାଙ୍ଗିଲେ ଡନ୍ ବ୍ରାଡମ୍ୟାନଙ୍କ ରେକର୍ଡ! ଆଶ୍ଚର୍ଯ୍ୟରେ ବିଶ୍ୱ କ୍ରିକେଟ୍

ନୂଆଦିଲ୍ଲୀ,୨୫ା୨: ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ ରେ ପ୍ରଥମ ଇନିଂସରେ ଜଶସ୍ୱୀ ଜୟସ୍ବାଲ ୭୩ ରନ୍ ସ୍କୋର କରିବା ପରେ ଆଉଟ୍ ହୋଇ ଶତକରୁ ବଞ୍ଚିତ ହୋଇଥିଲେ। କିନ୍ତୁ ତାଙ୍କର ଅର୍ଦ୍ଧଶତକୀୟ ଇନିଂସରେ ସେ ଏକ…

ମୁମ୍ବାଇରେ ୫ କୋଟି ଟଙ୍କାରେ ଆପାର୍ଟମେଣ୍ଟ କିଣିଲେ ଜଶସ୍ବୀ ଜୈସ୍ବାଲ: ରିପୋର୍ଟ

ନୂଆଦିଲ୍ଲୀ,୨୧।୨: ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିବା ପରେ ଚର୍ଚ୍ଚାରେ ରହିଛନ୍ତି ଭାରତର ଯୁବ ବ୍ୟାଟର ଜଶସ୍ବୀ ଜୈସ୍ବାଲ। ଟେଷ୍ଟଠାରୁ ଆରମ୍ଭ କରି ଟି୨୦ ରେ ନିଜର ପ୍ରତିଭା ମାଧ୍ୟମରେ ସମସ୍ତଙ୍କୁ ପ୍ରଭାବିତ କରି ପାରିଛନ୍ତି। ଟେଷ୍ଟ ପଦାର୍ପଣରେ ଶତକ ହାସଲ କରିବା…

ତୃତୀୟ ଟେଷ୍ଟରେ ଅଜବ ଡ୍ରାମା: ପାଳି ଘୋଷଣା ହେବାପୂର୍ବରୁ ପାଭିଲିୟନ ଫେରୁଥିଲେ ଯଶସ୍ବୀ-ସରଫରାଜ,ଅଟକାଇଲେ ରୋହିତ: ଦେଖନ୍ତୁ ଭିଡିଓ

ରାଜକୋଟ,୧୮।୨: ରାଜକୋଟରେ ଭାରତ ଇଂଲଣ୍ଡକୁ ଶୋଚନୀୟ ଭାବେ ପରାସ୍ତ କରିଛି। ଟିମ ଇଣ୍ଡିଆ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ୪୩୪ ରନ୍‌ରେ ଜିତିଛି। ଏହି ମ୍ୟାଚର ଚତୁର୍ଥ ଦିନରେ ଏକ ଆକର୍ଷଣୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଯଶସ୍ବୀ ଜୟସ୍ବାଲ ଏବଂ ସରଫରାଜ…

ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ତୃତୀୟ ଭାରତୀୟ କ୍ରିକେଟର୍‌ ଭାବେ…

ରାଜକୋଟ,୧୮।୨: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଯଶସ୍ବୀ ଜୟସ୍ବାଲଙ୍କ ଚମତ୍କାର ଫର୍ମ ଜାରି ରହିଛି। ସେ ପାଞ୍ଚ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ୍ରେ ଦ୍ୱିଶତକ ହାସଲ କରିଥିଲେ। ଦ୍ୱିତୀୟ ଇନିଂସରେ ଯଶାସଭି ଅପରାଜିତ ୨୧୪ ରନ ସଂଗ୍ରହ କରିଥିଲେ। ସରଫରାଜ ଖାନ…

ଦ୍ୱିଶତକ ପରେ କାହାକୁ ‘ଫ୍ଲାଇଙ୍ଗ୍‌ କିସ୍‌’ ଦେଇଥିଲେ ଜୟସ୍ବାଲ: ନିଜେ କଲେ ଖୁଲାସା

ବିଶାଖାପାଟନମ୍‌,୪।୨: ପାଞ୍ଚ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ଯଶସ୍ବ ଜୟସ୍ବାଲ ଭାରତ ପାଇଁ ଦ୍ୱିଶତକ ଅର୍ଜନ କରିଛନ୍ତି। ବିଶାଖାପାଟନମରେ ସେ ପ୍ରଥମ ଇନିଂସରେ ୨୦୯ ରନ ସଂଗ୍ରହ କରିଥିଲେ। ଜୟସ୍ବାଲ ଏହି ଦ୍ୱିଶତକ ପରେ ପଡ଼ିଆରେ ଏକ ଆକର୍ଷଣୀୟ ଢଙ୍ଗରେ ସେଲିବ୍ରେଶନ…

ମାତ୍ର ୨୨ ବର୍ଷରେ ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ

ନୂଆଦିଲ୍ଲୀ,୧୬।୧: ଭାରତର ତାରକା ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ୨୨ ବର୍ଷ ବୟସରେ ଇତିହାସ ସୃଷ୍ଟି କରିଛନ୍ତି। ୨୨ ବର୍ଷ ବୟସରେ ଅନ୍ତର୍ଜାତୀୟ ଟି-୨୦ରେ ୫ ଥର ୫୦ରୁ ଅଧିକ ରନ ସ୍କୋର କରିଥିବା ଜୟସ୍ବାଲ ପ୍ରଥମ ଭାରତୀୟ ଖେଳାଳି ହୋଇଛନ୍ତି। ଆଫଗାନିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?