ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର ସକାଳୁ ଜଣେ ନାବାଳକଙ୍କ ଗୋଡ଼ହାତ ଅଲଗା ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ…