କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…!
କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ ମଧ୍ୟରୁ ସହରବାସୀଙ୍କ ହୃଦୟର ନିକଟତର ଥିବା ‘ହଳଦିଆ ଟ୍ୟାକ୍ସି’ ଇତିହାସ ପାଲଟିବାକୁ ଯାଉଛି।...


